Leviticus 13:34 — Compare Translations
5 translations compared side by side
Odia - 1840
"ପୁଣି ସପ୍ତମ ଦିନ ରେ ଯାଜକ ସହେି ଛଉ ଦେଖିବ। ଯଦି ସହେି ଛଉ ଚର୍ମ ରେ ବଢି ନଥାଏ ଓ ତହା ଚର୍ମର ନୀଚ୍ଚସ୍ଥ ଦଖାେ ନୟାଏ, ତବେେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ ଦେଖ, ଯେବେ ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ। ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତହା ଚର୍ମର ନୀଚ୍ଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ; ଆଉ, ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।