Leviticus 13:37 — Compare Translations
5 translations compared side by side
Odia - 1840
"ଯଦି ଯାଜକ ଦୃଷ୍ଟି ରେ ସହେି ଛଉ ବଢି ନଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତବେେ ସହେି ଛଉ ଆରୋଗ୍ୟ ହାଇେଅଛି, ସେ ଶୁଚି ହାଇେଅଛି, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହାର ଦୃଷ୍ଟିରେ ଯେବେ ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଯାଜକ ଦୃଷ୍ଟିରେ ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉ ଆରୋଗ୍ୟ ହୋଇଅଛି, ସେ ଶୁଚି ହୋଇଅଛି, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।