Leviticus 13:4 — Compare Translations
5 translations compared side by side
Odia - 1840
"ସମଯେ ସମଯେ ଜଣଙ୍କ ଶରୀରର ଚର୍ମ ଉପରେ ଧଳା ଛଉ ଦଖାୟୋଏ, ଯଦି ସେ ଚିହ୍ନ ଚର୍ମଠାରୁ ନୀଚ୍ଚ ନଥାଏ, ତବେେ ଯାଜକ ତାକୁ ଅନ୍ୟ ଲୋକମାନଙ୍କଠାରୁ ସାତଦିନ ପର୍ୟ୍ଯନ୍ତ ପୃଥକ୍ କରି ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଚିକ୍କଣ ଚିହ୍ନ ଯେବେ ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା ହୋଇଅଛି, ଯାଜକ ତାହାକୁ ସାତ ଦିନ ରୁଦ୍ଧ କରି ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
“ସମୟେ ସମୟେ ଜଣଙ୍କ ଶରୀରର ଚର୍ମ ଉପରେ ଧଳା ଛଉ ଦେଖାଯାଏ, ଯଦି ସେ ଚିହ୍ନ ଚର୍ମଠାରୁ ନୀଚ୍ଚ ନ ଥାଏ, ତେବେ ଯାଜକ ତାକୁ ଅନ୍ୟ ଲୋକମାନଙ୍କଠାରୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘାʼ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା’ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।