Leviticus 13:40 — Compare Translations
5 translations compared side by side
Odia - 1840
"ଯଦି କୌଣସି ଲୋକର ମୁଣ୍ଡରୁ ବାଳ ଉପୁଡି ୟାଏ ତବେେ ସେ ଚନ୍ଦା, ମାତ୍ର ସେ ଶୁଚି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି କୌଣସି ଲୋକର ମୁଣ୍ଡରୁ ବାଳ ଉପୁଡ଼ି ଯାଏ ତେବେ ସେ ଚନ୍ଦା, ମାତ୍ର ସେ ଶୁଚି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି କୌଣସି ମନୁଷ୍ୟର ମସ୍ତକରୁ କେଶ ଉପୁଡ଼ିଯାଏ, ତେବେ ସେ ଚନ୍ଦା; ତଥାପି ସେ ଶୁଚି ଅଟେ।