Leviticus 13:41 — Compare Translations
5 translations compared side by side
Odia - 1840
"ଆଉ ଯବେେ ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡିଥାଏ, ତବେେ ସେ ଚନ୍ଦା କପାଳ, ସେ ମଧ୍ଯ ଶୁଚି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା-କପାଳ; ତଥାପି ସେ ଶୁଚି ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯେବେ ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ, ସେ ମଧ୍ୟ ଶୁଚି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।