Leviticus 13:42 — Compare Translations
5 translations compared side by side
Odia - 1840
"ଯଦି ଚନ୍ଦା ମୁଣ୍ଡ ରେ କିମ୍ବା ଚନ୍ଦା କପାଳ ରେ ରକ୍ତ ଶ୍ବତବେର୍ଣ୍ଣ ଘା' ହୁଏ, ତବେେ ତାହା ଚନ୍ଦା କପାଳ ରେ ବା ମୁଣ୍ଡ ରେ ଉତ୍ପନ୍ନ ଚର୍ମ ରୋଗ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ଚନ୍ଦା-ମୁଣ୍ତରେ କି ଚନ୍ଦା-କପାଳରେ ରକ୍ତଶ୍ଵେତବର୍ଣ୍ଣ ଘାଆ ହୁଏ; ତେବେ ତାହା ତାହାର ଚନ୍ଦାମୁଣ୍ତରେ କି ଚନ୍ଦା-କପାଳରେ ଉତ୍ପନ୍ନ କୁଷ୍ଠ ରୋଗ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଚନ୍ଦା ମୁଣ୍ଡରେ କିମ୍ବା ଚନ୍ଦା କପାଳରେ ରକ୍ତ ଶ୍ୱେତବର୍ଣ୍ଣ ଘା’ ହୁଏ, ତେବେ ତାହା ଚନ୍ଦା କପାଳରେ ବା ମୁଣ୍ଡରେ ଉତ୍ପନ୍ନ ଚର୍ମ ରୋଗ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।