Leviticus 13:43 — Compare Translations

5 translations compared side by side

Odia - 1840
"ଯାଜକ ତାହା ତେଖିବ, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠପରି ତାହା ଚନ୍ଦାମୁଣ୍ଡ କି ଚନ୍ଦା କପାଳର ରକ୍ତ ଶ୍ବତବେର୍ଣ୍ଣ ଘା'ର ଫୁଲା ଦକୋୟାଏ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ଶରୀରର ଚର୍ମସ୍ଥିତ କୁଷ୍ଠ ପରି ଚନ୍ଦା-ମୁଣ୍ତ କି ଚନ୍ଦା-କପାଳରେ ରକ୍ତଶ୍ଵେତବର୍ଣ୍ଣ ଘାଆର ଫୁଲା ଦେଖାଯାଏ;
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ତାହା ତେଖିବ, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠପରି ତାହା ଚନ୍ଦାମୁଣ୍ଡ କି ଚନ୍ଦା କପାଳର ରକ୍ତ ଶ୍ୱେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼର ଫୁଲା ଦେଖାଯାଏ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ;