Leviticus 13:44 — Compare Translations

5 translations compared side by side

Odia - 1840
"ତବେେ ସେ କୁଷ୍ଠ ରୋଗ ରେ ଆକ୍ରାନ୍ତ, ସେ ଅଶୁଚି। ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହାର ମସ୍ତକରେ ଘା' ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘାଆ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେ କୁଷ୍ଠରୋଗରେ ଆକ୍ରାନ୍ତ, ସେ ଅଶୁଚି। ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହାର ମସ୍ତକରେ ଘା’ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘାʼ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘା’ ହୋଇଅଛି।