Leviticus 13:45 — Compare Translations

5 translations compared side by side

Odia - 1840
"ପୁଣି ଯେଉଁ ଲୋକ କୁଷ୍ଠ ରୋଗୀ, ତାହାର ବସ୍ତ୍ର ଚିରାୟିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ନିଜର ଉପର ଓଷ୍ଠ ବସ୍ତ୍ର ରେ ଢାଙ୍କିବ। ପୁଣି ଅଶୁଚି, ଅଶୁଚି ବୋଲି ଚିତ୍କାର କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ କୁଷ୍ଠୀର ଘାଆ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି “ଅଶୁଚି ଅଶୁଚି” ବୋଲି ଡାକ ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଯେଉଁ ଲୋକ କୁଷ୍ଠରୋଗୀ, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ନିଜର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ। ପୁଣି “ଅଶୁଚି, ଅଶୁଚି” ବୋଲି ଚିତ୍କାର କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ କୁଷ୍ଠୀର ଘାʼ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ କୁଷ୍ଠୀର ଘା’ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।