Leviticus 13:46 — Compare Translations
5 translations compared side by side
Odia - 1840
"ତାହାଠା ରେ ଯେତଦେିନ ୟାଏ ଘା' ରହିବ, େସତଦେିନ ୟାଏ ସେ ଅଶୁଚି ରହିବ, ସେ ଅଶୁଚି ଯୋଗୁଁ ଏକାକୀ ବାସ କରିବ ଓ ଛାଉଣୀର ବାହା ରେ ତାହାର ବାସସ୍ଥାନ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାଠାରେ ଯେତେ ଦିନ ଘାଆ ଥିବ, ସେତେ ଦିନ ସେ ଅଶୁଚି ରହିବ; ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେତାହାର ବାସସ୍ଥାନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାଠାରେ ଯେତେ ଦିନଯାଏ ଘା’ ରହିବ, ସେତେ ଦିନଯାଏ ସେ ଅଶୁଚି ରହିବ, ସେ ଅଶୁଚି ଯୋଗୁଁ ଏକାକୀ ବାସ କରିବ ଓ ଛାଉଣିର ବାହାରେ ତାହାର ବାସସ୍ଥାନ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାଠାରେ ଯେତେ ଦିନ ଘାʼ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।
Odia IRV 2017 (ଓଡିଆ ବାଇବେଲ)
ତାହାଠାରେ ଯେତେ ଦିନ ଘା’ ଥିବ, ସେତେ ଦିନ ସେ ଅଶୁଚି ରହିବ; କାରଣ ସେ ଅଶୁଚି ଅଟେ; ସେ ଏକାକୀ ବାସ କରିବ; ଛାଉଣିର ବାହାରେ ତାହାର ବାସସ୍ଥାନ ହେବ।