Leviticus 13:47 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ଯେଉଁ ବସ୍ତ୍ର ରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମବସ୍ତ୍ର ହେଉ କି ମସିନା ବସ୍ତ୍ର ହେଉ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠ ରୋଗର ଦାଗ ହୁଏ,
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମବସ୍ତ୍ର ହେଉ କି ମସିନା ବସ୍ତ୍ର ହେଉ, ତାହା ତନ୍ତରେ ବୁଣା ହେଉ କିମ୍ବା ହାତରେ ବୁଣା ହେଉ କିମ୍ବା ତାହା ଚର୍ମରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା ବସ୍ତ୍ର ହେଉ,
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା(ସୂତା) ବସ୍ତ୍ର ହେଉ,