Leviticus 13:48 — Compare Translations
4 translations compared side by side
Odia - 1840
"ତାହା ତନ୍ତ ରେ ବୁଣା ହେଉ କିମ୍ବା ହାତ ରେ ବୁଣା ହେଉ କିମ୍ବା ତାହା ଚର୍ମ ରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ଯ ରେ ହେଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ଲୋମବସ୍ତ୍ର ହେଉ କି ମସିନାବସ୍ତ୍ର ହେଉ, ଅବା ଲୋମ କି ମସିନାର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମନିର୍ମିତ କୌଣସି ଦ୍ରବ୍ୟରେ ହେଉ;
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ତାହା ଲୋମ କି ମସିନାର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;
Odia IRV 2017 (ଓଡିଆ ବାଇବେଲ)
ଅବା ତାହା ଲୋମ କି ମସିନା(ସୂତା)ର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;