Leviticus 13:49 — Compare Translations

5 translations compared side by side

Odia - 1840
"ଯବେେ ସହେିଦାଗ ବସ୍ତ୍ର ରେ କି ଚର୍ମ ରେ କିମ୍ବା ବୁଣା କିମ୍ବା ଶିଲାଇ କପାଡା କିମ୍ବା କୌଣସି ଚର୍ମ ଜିନିଷ ରେ ଶାଗୁଆ ବର୍ଣ୍ଣ କିମ୍ବା ରକ୍ତବର୍ଣ୍ଣ ହୁଏ, ତବେେ ତାହା ଚର୍ମ ରୋଗର ଦାଗ ଓ ତାକୁ ଯାଜକକୁ ଦଖାଇେ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ସେହି ଦାଗ ବସ୍ତ୍ରରେ କି ଚର୍ମରେ କି ଟାଣୀରେ କି ପଡୀୟାଣରେ କିମ୍ଵା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତ ବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠ ରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେବେ ସେହି ଦାଗ ବସ୍ତ୍ରରେ କି ଚର୍ମରେ ବୁଣା କିମ୍ବା ଶିଲାଇ କପାଡ଼ା କିମ୍ବା କୌଣସି ଚର୍ମ ଜିନିଷରେ ଶାଗୁଆ ବର୍ଣ୍ଣ କିମ୍ବା ରକ୍ତବର୍ଣ୍ଣ ହୁଏ, ତେବେ ତାହା ଚର୍ମ ରୋଗର ଦାଗ ଓ ତାକୁ ଯାଜକକୁ ଦେଖାଇ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।
Odia IRV 2017 (ଓଡିଆ ବାଇବେଲ)
ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତ ବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।