Leviticus 13:5 — Compare Translations

5 translations compared side by side

Odia - 1840
"ସପ୍ତମ ଦିନ ରେ ଯାଜକ ସହେି ଚିହ୍ନକୁ ଦେଖିବ। ଯଦି ସହେି ଘା' ବଦଳି ନଥାଏ କିମ୍ବା ଚର୍ମ ଉପରେ ଅଧିକ ବ୍ଯାପି ନଥାଏ, ତବେେ ଯାଜକ ତାକୁ ଆହୁରି ସାତଦିନ ଅନ୍ୟମାନଙ୍କ ଠାରୁ ପୃଥକ୍ କରି ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯେବେ ତାହାର ଦୃଷ୍ଟିରେ ସେହି ଘା ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ରୁଦ୍ଧ କରି ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ଦିନରେ ଯାଜକ ସେହି ଚିହ୍ନକୁ ଦେଖିବ। ଯଦି ସେହି ଘା’ ବଦଳି ନ ଥାଏ କିମ୍ବା ଚର୍ମ ଉପରେ ଅଧିକ ବ୍ୟାପି ନ ଥାଏ, ତେବେ ଯାଜକ ତାକୁ ଆହୁରି ସାତ ଦିନ ଅନ୍ୟମାନଙ୍କଠାରୁ ପୃଥକ କରି ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘାʼ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସପ୍ତମ ଦିନରେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ତାହାର ଦୃଷ୍ଟିରେ ସେହି ଘା’ ସେହି ପ୍ରକାର ଥାଏ ଓ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଆହୁରି ସାତ ଦିନ ପର୍ଯ୍ୟନ୍ତ ବନ୍ଦ କରି ରଖିବ।