Leviticus 13:52 — Compare Translations
4 translations compared side by side
Odia - 1840
"ତେଣୁ ସହେି ଦାଗ ଥିବା ବସ୍ତ୍ର, ସୂତାର ବା ଚମଡାର ହେଉ କିମ୍ବା ଲୋମ ନିର୍ମିତ ହେଉ ତାହା ଦଗ୍ଧ କରାୟିବ। କାରଣ ତାହା କ୍ଷଯ କୁଷ୍ଠ, ସହେି ବସ୍ତ୍ର କିମ୍ବା ଚର୍ମ ଅଗ୍ନି ରେ ଦଗ୍ଧ ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ବସ୍ତ୍ରରେ ଅବା ଲୋମନିର୍ମିତ କି ମସିନାନିର୍ମିତ ଟାଣୀରେ ବା ପଡୀୟାଣରେ କି ଚର୍ମନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠ; ତାହା ଅଗ୍ନିରେ ଦଗ୍ଧ ହେବ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ବସ୍ତ୍ରରେ ଅବା ଲୋମନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ବସ୍ତ୍ରରେ ଅବା ଲୋମ ନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।