Leviticus 13:54 — Compare Translations

5 translations compared side by side

Odia - 1840
"ଯାଜକ ସହେି ଦାଗୟୁକ୍ତ ଦ୍ରବ୍ଯକୁ ଧୋଇବାକୁ ଆଜ୍ଞା ଦବେ। ପୁଣି ସାତ ଦିନ ତାକୁ ପୃଥକ୍ କରି ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ତାହା ରୁଦ୍ଧ କରି ରଖିବ;
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟକୁ ଧୋଇବାକୁ ଆଜ୍ଞା ଦେବ। ପୁଣି ସାତ ଦିନ ତାକୁ ପୃଥକ କରି ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ କରି ରଖିବ;
Odia IRV 2017 (ଓଡିଆ ବାଇବେଲ)
ତେବେ ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟ ଧୋଇବାକୁ ଆଜ୍ଞା ଦେବ, ପୁଣି ସେ ଆଉ ସାତ ଦିନ ପର୍ଯ୍ୟନ୍ତ ତାହା ପୃଥକ୍ କରି ରଖିବ;