Leviticus 13:55 — Compare Translations

5 translations compared side by side

Odia - 1840
"ଆଉ ତାହା ଧୂଆ ହେଲାପରେ ଯାଜକ ଦେଖିବ, ଯଦି ସହେି ଦାଗର ବର୍ଣ୍ଣ ବଦଳି ନଥାଏ ଓ ସହେି ଦାଗ ବଢି ନଥାଏ, ତବେେ ତାହା ଅଶୁଚି। ତାହା ବସ୍ତ୍ର ହେଉ କିମ୍ବା ଚର୍ମ ହେଉ ତାକୁ ନିଶ୍ଚଯ ଅଗ୍ନି ରେ ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; ଚନ୍ଦା ଭିତରେ କି ବାହାରେ ଥିଲେ ତାହା କ୍ଷୟକାରକ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ତାହା ଧୂଆ ହେଲା ପରେ ଯାଜକ ଦେଖିବ, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି। ତାହା ବସ୍ତ୍ର ହେଉ କିମ୍ବା ଚର୍ମ ହେଉ ତାକୁ ନିଶ୍ଚୟ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।
Odia IRV 2017 (ଓଡିଆ ବାଇବେଲ)