Leviticus 13:56 — Compare Translations

5 translations compared side by side

Odia - 1840
"ମାତ୍ର ଧୂଆ ଗଲାପରେ ଯଦି ଯାଜକ ଦେଖିବ, ସହେି ଦାଗ ମଳିନ ହାଇେଥାଏ, ତବେେ ସେ ସହେି ବସ୍ତ୍ରରୁ କି ଚର୍ମରୁ ତାହା ଚିରି ପକାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯେବେ ଦେଖ, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ଧୂଆ ଗଲାପରେ ଯଦି ଯାଜକ ଦେଖିବ, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ ତାହା ଚିରି ପକାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଧୁଆଗଲା ଉତ୍ତାରେ ଯାଜକ ଦେଖନ୍ତେ, ଯଦି, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ କିଅବା ଟାଣୀରୁ କି ପଡୀୟାଣରୁ ତାହା ଚିରି ପକାଇବ।