Leviticus 13:59 — Compare Translations

5 translations compared side by side

Odia - 1840
"ବସ୍ତ୍ର ହେଉ ବା ଚର୍ମ ନିର୍ମିତ ଦ୍ରବ୍ଯ ହେଉ କିମ୍ବା ଟାଣୀର ହେଉ, କୁଷ୍ଠ ଦାଗ ବିଷଯ ରେ ଶୁଚି ବୋଲି ପ୍ରମାଣ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ଯବସ୍ଥା ଏହା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋମ କି ମସିନାନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠ ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ବସ୍ତ୍ର ହେଉ ବା ଚର୍ମ ନିର୍ମିତ ଦ୍ରବ୍ୟ ହେଉ କିମ୍ବା ଟାଣୀର ହେଉ, କୁଷ୍ଠ ଦାଗ ବିଷୟରେ ଶୁଚି ବୋଲି ପ୍ରମାଣ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।
Odia IRV 2017 (ଓଡିଆ ବାଇବେଲ)
ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।”