Leviticus 13:6 — Compare Translations

5 translations compared side by side

Odia - 1840
"ପୁଣି ସାତଦିନ ପରେ ଯାଜକ ପୁନର୍ବାର ତାହାକୁ ପରୀକ୍ଷା କରିବ। ଯଦି ଘା' ମଳିନ ହାଇୟୋଇଥାଏ ଘା' ଚର୍ମ ରେ ଆଉ ବ୍ଯାପି ନଥାଏ, ତବେେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବା ଉଚିତ୍। ତାହା ଗୋଟିଏ ସାଧାରଣ ବକଳା ପରି ଥିଲା। ତେଣୁ ସେ ନିଜର ବସ୍ତ୍ର ଧୋଇ ଶୁଚି ହବୋ ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ ଦେଖ, ଯେବେ ଘା ମଳିନ ହୋଇଥାଏ ଓ ଘା ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା ପାମା ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସାତ ଦିନ ପରେ ଯାଜକ ପୁନର୍ବାର ତାହାକୁ ପରୀକ୍ଷା କରିବ। ଯଦି ଘା’ ମଳିନ ହୋଇଯାଇଥାଏ ଘା’ ଚର୍ମରେ ଆଉ ବ୍ୟାପି ନ ଥାଏ, ତେବେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବା ଉଚିତ୍। ତାହା ଗୋଟିଏ ସାଧାରଣ ବକଳା ପରି ଥିଲା। ତେଣୁ ସେ ନିଜର ବସ୍ତ୍ର ଧୋଇ ଶୁଚି ହେବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘାʼ ମଳିନ ହୋଇଥାଏ ଓ ଘାʼ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସପ୍ତମ ଦିନରେ ଯାଜକ ତାହାକୁ ପୁନର୍ବାର ଦେଖିବ; ଆଉ, ଯଦି ଘା’ ମଳିନ ହୋଇଥାଏ ଓ ଘା’ ଚର୍ମରେ ବ୍ୟାପି ନ ଥାଏ, ତେବେ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ତାହା କାଛୁକୁଣ୍ଡିଆ ଅଟେ; ତହୁଁ ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।