Leviticus 13:7 — Compare Translations

5 translations compared side by side

Odia - 1840
"ମାତ୍ର ସେ ଶୌଚ ନିମନ୍ତେ ନିଜକୁ ଯାଜକକୁ ଦଖାଇେଲା ପରେ ଯବେେ ତା'ର ଘା' ଚର୍ମ ଉପରେ ବ୍ଯାପେ, ତବେେ ସେ ପୁନର୍ବାର ଯାଜକକୁ ଦଖାଇବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ଶୌଚ ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯେବେ ତାହାର ପାମା ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ସେ ଶୌଚ ନିମନ୍ତେ ନିଜକୁ ଯାଜକକୁ ଦେଖାଇଲା ପରେ ଯେବେ ତା’ର ଘା’ ଚର୍ମ ଉପରେ ବ୍ୟାପେ, ତେବେ ସେ ପୁନର୍ବାର ଯାଜକକୁ ଦେଖାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ଶୁଚି ହେବା ନିମନ୍ତେ ଆପଣାକୁ ଯାଜକକୁ ଦେଖାଇଲା ଉତ୍ତାରେ ଯଦି ତାହାର କାଛୁକୁଣ୍ଡିଆ ଚର୍ମରେ ବ୍ୟାପେ, ତେବେ ସେ ଆପଣାକୁ ପୁନର୍ବାର ଯାଜକକୁ ଦେଖାଇବ।