Leviticus 13:8 — Compare Translations

5 translations compared side by side

Odia - 1840
"ଯାଜକ ଯଦି ଦେଖିବ ସହେି କ୍ଷତି ଚର୍ମ ରେ ବ୍ଯାପିଲା, ତବେେ ସେ ତାକୁ ଅଶୁଚି ବୋଲି ପ୍ରକାଶ କରିବ ଏବଂ ତାହା କୁଷ୍ଠ ରୋଗ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପାମା ତାହାର ଚର୍ମରେ ବ୍ୟାପିଲା, ଏପରି ଯେବେ ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠ ରୋଗ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ଯଦି ଦେଖିବ ସେହି କ୍ଷତି ଚର୍ମରେ ବ୍ୟାପିଲା, ତେବେ ସେ ତାକୁ ଅଶୁଚି ବୋଲି ପ୍ରକାଶ କରିବ ଏବଂ ତାହା କୁଷ୍ଠରୋଗ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।