Leviticus 13:9 — Compare Translations
5 translations compared side by side
Odia - 1840
"କୌଣସି ଲୋକଠା ରେ କୁଷ୍ଠ ରୋଗର କ୍ଷତ ହେଲେ ତାକୁ ଯାଜକ ନିକଟକୁ ଆଣାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ମନୁଷ୍ୟଠାରେ କୁଷ୍ଠ ରୋଗର ଘା ହେଲେ, ସେ ଯାଜକ ନିକଟକୁ ଅଣାଯିବ;
Odia Bible ERV 2004 (ପବିତ୍ର ବାଇବଲ)
“କୌଣସି ଲୋକଠାରେ କୁଷ୍ଠରୋଗର କ୍ଷତ ହେଲେ ତାକୁ ଯାଜକ ନିକଟକୁ ଅଣାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘାʼ ହେଲେ, ସେ ଯାଜକ ନିକଟକୁ ଅଣାଯିବ;
Odia IRV 2017 (ଓଡିଆ ବାଇବେଲ)
କୌଣସି ମନୁଷ୍ୟଠାରେ କୁଷ୍ଠରୋଗର ଘା’ ହେଲେ, ସେ ଯାଜକ ନିକଟକୁ ଅଣାଯିବ;