Leviticus 14:10 — Compare Translations
5 translations compared side by side
Odia - 1840
"ଅଷ୍ଟମ ଦିନ ରେ ସେ କୁଷ୍ଠ ରୋଗୀ ଦୁଇ ନିଖୁଣ ମଷେବତ୍ସ, ଏକବର୍ଷୀଯା ଏକ ନିଖୁଣ ମଷେବତ୍ସା, ଶସ୍ଯ ନବୈେଦ୍ଯ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଲ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁ; ମେଷବତ୍ସ ଓ ଏକବର୍ଷୀୟା ଏକ ନିଖୁ; ମେଷବତ୍ସା ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଅଷ୍ଟମ ଦିନରେ ସେ କୁଷ୍ଠରୋଗୀ ଦୁଇ ନିଖୁଣ ମେଷବତ୍ସ, ଏକବର୍ଷୀୟା ଏକ ନିଖୁଣ ମେଷବତ୍ସା, ଶସ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁନ୍ତ ମେଷବତ୍ସ, ଏକବର୍ଷୀୟା ଏକ ନିଖୁନ୍ତ ମେଷବତ୍ସା ଓ ଭକ୍ଷ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ।