Leviticus 14:11 — Compare Translations

5 translations compared side by side

Odia - 1840
"ତହୁଁ ଶୁଚିକାରୀ ଯାଜକ ସହେି ଶାଧେନୀୟ ଲୋକକୁ ଓ ସହେିସବୁ ଦ୍ରବ୍ଯ ନଇେ ସମାଗମ-ତମ୍ବୁ ଦ୍ବାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖ ରେ ସ୍ଥାପନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଶୁଚିକାରୀ ଯାଜକ ସେହି ଶୋଧନୀୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଶୁଚିକାରୀ ଯାଜକ ସେହି ଶୋଧନୀୟ ଲୋକକୁ ଓ ସେହିସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଶୁଚିକାରୀ ଯାଜକ ସେହି ଶୁଚିଯୋଗ୍ୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;