Leviticus 14:12 — Compare Translations

5 translations compared side by side

Odia - 1840
"ଆଉ ଯାଜକ ଗୋଟିଏ ଅଣ୍ଡିରା ମଷେବତ୍ସ ଓ ସହେି ଏକ ଲୋଗ୍ ତୈଳ ନଇେ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀଯ ନବୈେଦ୍ଯ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖ ରେ ସେସବୁ ଦୋଳନୀଯ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯାଜକ ଗୋଟିଏ ଅଣ୍ଡିରା ମେଷବତ୍ସ ଓ ସେହି ଏକ ଲୋ‌‌‌‌ଗ୍‌‌‌‌ ତୈଳ ନେଇ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେସବୁ ଦୋଳନୀୟ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍‍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍‍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ।