Leviticus 14:13 — Compare Translations
5 translations compared side by side
Odia - 1840
"ତା'ପରେ ସେ ଯାଜକ ଯେଉଁ ସ୍ଥାନ ରେ ପାପାର୍ଥକ ଓ ହାମବେଳି ବଧ କରାୟାଏ ସହେି ପବିତ୍ର ସ୍ଥାନ ରେ ସହେି ମଷେବତ୍ସ ବଧ କରିବ। ପାପାର୍ଥକ ବଳିପରି ଦୋଷାର୍ଥକ ବଳି ମଧ୍ଯ ଯାଜକର ଅଟେ। ତାହା ମହାପବିତ୍ର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଯାଜକ ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମବଳି ବଧ କରାଯାଏ ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ। ପାପାର୍ଥକ ବଳିପରି ଦୋଷାର୍ଥକ ବଳି ମଧ୍ୟ ଯାଜକର ଅଟେ। ତାହା ମହାପବିତ୍ର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର ଅଟେ।