Leviticus 14:15 — Compare Translations

5 translations compared side by side

Odia - 1840
"ଆଉ ଯାଜକ ସହେି ଏକ ଲୋଗ୍ ତୈଳରୁ କିଛି ନଇେ ନିଜର ବାମ ହସ୍ତର ପାପୁଲି ରେ ଢାଳିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାଜକ ସେହି ଏକ ଲୋଗ୍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯାଜକ ସେହି ଏକ ଲୋଗ୍ ତୈଳରୁ କିଛି ନେଇ ନିଜର ବାମ ହସ୍ତର ପାପୁଲିରେ ଢାଳିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାଜକ ସେହି ଏକ ଲୋଗ୍‍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାଜକ ସେହି ଏକ ଲୋଗ୍‍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;