Leviticus 14:16 — Compare Translations
5 translations compared side by side
Odia - 1840
"ତା'ପରେ ଯାଜକ ସହେି ବାମ ହସ୍ତର ପାପୁଲିସ୍ଥିତ ତୈଳ ରେ ଆପଣା ଦକ୍ଷିଣ ଆଙ୍ଗୁଳି ବୁଡାଇ ଅଙ୍ଗୁଳି ଦ୍ବାରା ସହେି ତୈଳରୁ କିଛି ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ସାତଥର ଛିଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଦକ୍ଷିଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ଵାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଦକ୍ଷିଣ ଅଙ୍ଗୁଳି ବୁଡ଼ାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତଥର ଛିଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;