Leviticus 14:17 — Compare Translations

5 translations compared side by side

Odia - 1840
"ପୁଣି ଯାଜକ ଆପଣା ବାମ ପାପୁଲି ରେ ଅବଶିଷ୍ଟ ତୈଳ ନଇେ ସହେି ଶାଧେନୀୟ ଲୋକର ଦକ୍ଷିଣ କର୍ଣ୍ଣ ପ୍ରାନ୍ତ ରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳ ରେ ଲଗାଇବ। ଯେଉଁଠା ରେ ଦୋଷାର୍ଥକ ବଳିର ରକ୍ତ ଆଗରୁ ଲଗାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ-ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକ ଆପଣା ବାମ ପାପୁଲିରେ ଅବଶିଷ୍ଟ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ। ଯେଉଁଠାରେ ଦୋଷାର୍ଥକ ବଳିର ରକ୍ତ ଆଗରୁ ଲଗାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;