Leviticus 14:19 — Compare Translations

5 translations compared side by side

Odia - 1840
"ତା'ପରେ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସହେି ଶାଧେନୀୟ ଲୋକର ଅ େଶୗଚ ହତେୁ ପ୍ରାଯଶ୍ଚିତ କରିବ। ଏହାପରେ ସେ ହାମବେଳି ବଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ କରିବ। ଏହା ପରେ ସେ ହୋମବଳି ବଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।