Leviticus 14:2 — Compare Translations

5 translations compared side by side

Odia - 1840
"କୁଷ୍ଠ ରୋଗୀର ଶୁଚି ହବୋ ଦିନ ରେ ତାହାର ଏହି ବ୍ଯବସ୍ଥା,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୁଷ୍ଠ ରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;
Odia Bible ERV 2004 (ପବିତ୍ର ବାଇବଲ)
“କୁଷ୍ଠରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା, “ସେ ଯାଜକ ନିକଟକୁ ଆସିବ ଓ ଯାଜକ ତାକୁ ଦେଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କୁଷ୍ଠରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;
Odia IRV 2017 (ଓଡିଆ ବାଇବେଲ)
“କୁଷ୍ଠ ରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;