Leviticus 14:20 — Compare Translations
5 translations compared side by side
Odia - 1840
"ତତ୍ପରେ ଯାଜକ ହାମବେଳି ଓ ଶସ୍ଯ ନବୈେଦ୍ଯ ଆଣି ୟଜ୍ଞବଦେୀ ରେ ଉତ୍ସର୍ଗ କରିବ। ଏହିପରି ଯାଜକ ତାହା ପାଇଁ ପ୍ରାଯଶ୍ଚିତ କରିବ ଓ ସେ ଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାଜକ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ଯାଜକ ହୋମବଳି ଓ ଶସ୍ୟ ନୈବେଦ୍ୟ ଆଣି ଯଜ୍ଞବେଦିରେ ଉତ୍ସର୍ଗ କରିବ। ଏହିପରି ଯାଜକ ତାହା ପାଇଁ ପ୍ରାୟଶ୍ଚିତ କରିବ ଓ ସେ ଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାଜକ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାଜକ ହୋମ ବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।