Leviticus 14:21 — Compare Translations
5 translations compared side by side
Odia - 1840
"ଆଉ ଯଦି ଲୋକଟି ଦରିଦ୍ର ଓ ସେ ସମସ୍ତ ଦ୍ରବ୍ଯ ଦବୋକୁ ଅକ୍ଷମ, ତବେେ ସେ ନିଜର ପ୍ରାଯଶ୍ଚିତ ପାଇଁ ଦୋଳନୀଯ ନବୈେଦ୍ଯ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମଷେବତ୍ସା ଓ ଶସ୍ଯ ନବୈେଦ୍ଯରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେବେ ସେ ଦରିଦ୍ର ଓ ଏତେ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ;
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଯଦି ଲୋକଟି ଦରିଦ୍ର ଓ ସେ ସମସ୍ତ ଦ୍ରବ୍ୟ ଦେବାକୁ ଅକ୍ଷମ, ତେବେ ସେ ନିଜର ପ୍ରାୟଶ୍ଚିତ ପାଇଁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସା ଓ ଶସ୍ୟ ନୈବେଦ୍ୟରୂପେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯଦି ସେ ଦରିଦ୍ର ଓ ସେହି ସମସ୍ତ ବଳିଦାନ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳ ମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ;
Odia IRV 2017 (ଓଡିଆ ବାଇବେଲ)