Leviticus 14:22 — Compare Translations

5 translations compared side by side

Odia - 1840
"ପୁଣି ସହେି ଦରିଦ୍ର ଲୋକର ପ୍ରାପ୍ତିର ସାଧ୍ଯ ଅନୁସାରେ ଦୁଇଟି କପୋତ କିମ୍ବା ଦୁଇଟି ପାରା ଆଣିବ। ଆଉ ସେଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହାମବେଳି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେହି ଦରିଦ୍ର ଲୋକର ପ୍ରାପ୍ତିର ସାଧ୍ୟ ଅନୁସାରେ ଦୁଇଟି କପୋତ କିମ୍ବା ଦୁଇଟି ପାରା ଆଣିବ। ଆଉ ସେଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ କପୋତ ଅବା ଦୁଇ ପାରାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।