Leviticus 14:23 — Compare Translations
5 translations compared side by side
Odia - 1840
"ଆଉ ଅଷ୍ଟମ ଦିନ ରେ ସହେି ଲୋକ ସମସ୍ତ ଦ୍ରବ୍ଯ ଆଣି ସମାଗମ ତମ୍ବୁ ଦ୍ବାର ନିକଟରେ ଯାଜକ ପାଖକୁ ଆଣିବ। ଯାଜକ ସହେି ସମସ୍ତ ଜିନିଷ ସଦାପ୍ରଭୁଙ୍କ ସମ୍ମୁଖ ରେ ତା'ର ପ୍ରାଯଶ୍ଚିତ ପାଇଁ ଉତ୍ସର୍ଗ କରିବ ଓ ସେ ଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅଷ୍ଟମ ଦିନରେ ସେ ଆପଣା ଶୌଚ ନିମନ୍ତେ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ଅଷ୍ଟମ ଦିନରେ ସେହି ଲୋକ ସମସ୍ତ ଦ୍ରବ୍ୟ ଆଣି ସମାଗମ-ତମ୍ବୁ ଦ୍ୱାର ନିକଟରେ ଯାଜକ ପାଖକୁ ଆଣିବ। ଯାଜକ ସେହି ସମସ୍ତ ଜିନିଷ ସଦାପ୍ରଭୁଙ୍କ ସମ୍ମୁଖରେ ତା’ର ପ୍ରାୟଶ୍ଚିତ ପାଇଁ ଉତ୍ସର୍ଗ କରିବ ଓ ସେ ଶୁଚି ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସମାଗମ-ତମ୍ବୁର ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ।