Leviticus 14:24 — Compare Translations

5 translations compared side by side

Odia - 1840
"ତହୁଁ ଯାଜକ ଦୋଷାର୍ଥକ ବଳିର ମଷେବତ୍ସ ଓ ସହେି ଏକ ଲୋଗ୍ ତୈଳ ନବେ। ତା'ପରେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯାର୍ଥେ ତାହା ଦୋଳନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ;
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ। ତା’ପରେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍‍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍‍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ।