Leviticus 14:25 — Compare Translations
5 translations compared side by side
Odia - 1840
"ତା'ପରେ ଯାଜକ ସହେି ଦୋଷର୍ଥକ ବଳି ପାଇଁ ଉର୍ଦ୍ଦିଷ୍ଟ ମଷେବତ୍ସ ବଧ କରିବ। ଆଉ ସେଥିରୁ କିଛି ରକ୍ତ ନଇେ ଯାଜକ ଶାଧେନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତ ରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ରେ ଲଗାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳିରେ ଲଗାଇବ;
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକ ସେହି ଦୋଷାର୍ଥକ ବଳି ପାଇଁ ଉର୍ଦ୍ଦିଷ୍ଟ ମେଷବତ୍ସ ବଧ କରିବ। ଆଉ ସେଥିରୁ କିଛି ରକ୍ତ ନେଇ ଯାଜକ ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;