Leviticus 14:26 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ଯାଜକ ସହେି ତୈଳରୁ କିଛି ନଇେ ନିଜ ବାମହସ୍ତ ପାପୁଲି ରେ ଢାଳିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରେ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ-ପାପୁଲିରେ ଢାଳିବ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ଯାଜକ ସେହି ତୈଳରୁ କିଛି ନେଇ ନିଜ ବାମହସ୍ତ ପାପୁଲିରେ ଢାଳିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ଯାଜକ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ ପାପୁଲିରେ ଢାଳିବ;
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରେ ଯାଜକ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ ପାପୁଲିରେ ଢାଳିବ;