Leviticus 14:27 — Compare Translations

5 translations compared side by side

Odia - 1840
"ଆଉ ଯାଜକ ନିଜର ଦକ୍ଷିଣ ଆଙ୍ଗୁଳି ଦ୍ବାରା ସହେି ବାମ ହସ୍ତସ୍ଥିତ ତୈଳରୁ କିଛି ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ସାତଥର ଛିଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯାଜକ ଆପଣା ଦକ୍ଷିଣ ଅଙ୍ଗୁଳି ଦ୍ଵାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯାଜକ ନିଜର ଦକ୍ଷିଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତଥର ଛିଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;
Odia IRV 2017 (ଓଡିଆ ବାଇବେଲ)
ଆଉ, ଯାଜକ ଆପଣା ଡାହାଣ ଅଙ୍ଗୁଳି ଦ୍ୱାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;