Leviticus 14:28 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ ଯାଜକ ଆପଣା ହସ୍ତସ୍ଥିତ ତୈଳ ନଇେ ସହେି ଶାଧେନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତ ରେ, ଦକ୍ଷିଣହସ୍ତ ବୃଦ୍ଧାଙ୍ଗୁଳି ରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳି ରେ ଦୋଷାର୍ଥକ ବଳିର ରକ୍ତ ଲାଗିଥିବା ସ୍ଥାନ ରେ ଲଗାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ-ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ଦକ୍ଷିଣହସ୍ତ ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳିରେ ଦୋଷାର୍ଥକ ବଳିର ରକ୍ତ ଲାଗିଥିବା ସ୍ଥାନରେ ଲଗାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ତାହାର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ।