Leviticus 14:29 — Compare Translations

5 translations compared side by side

Odia - 1840
"ପୁଣି ଯାଜକ ଶାଧେନୀୟ ଲୋକ ପାଇଁ ପ୍ରାଯଶ୍ଚିତ କରିବାକୁ ନିଜ ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକ ଶୋଧନୀୟ ଲୋକ ପାଇଁ ପ୍ରାୟଶ୍ଚିତ କରିବାକୁ ନିଜ ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।