Leviticus 14:30 — Compare Translations

5 translations compared side by side

Odia - 1840
"ପୁଣି ସେ ତା'ର ପ୍ରାପ୍ତିର ସାଧ୍ଯ ଅନୁସାରେ ସେ ଦୁଇ କପୋତ ବା ଦୁଇ ପାରା ଛୁଆ ମଧ୍ଯରୁ ଗୋଟିଏ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ସେ ତା’ର ପ୍ରାପ୍ତିର ସାଧ୍ୟ ଅନୁସାରେ ସେ ଦୁଇ କପୋତ ବା ଦୁଇ ପାରା ଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;