Leviticus 14:31 — Compare Translations

5 translations compared side by side

Odia - 1840
"ତାହାର ପ୍ରାପ୍ତିର ସାଧ୍ଯ ଅନୁସାରେ ଶସ୍ଯ ନବୈେଦ୍ଯ ସହିତ ଗୋଟିଏ ପାପାର୍ଥକ ବଳିରୂପେ ଓ ଅନ୍ୟଟି ହାମବେଳି ରୂପେ ଉତ୍ସର୍ଗ କରିବ। ପୁଣି ଯାଜକ ଶାଧେନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖ ରେ ପ୍ରାଯଶ୍ଚିତ କରିବ। ଫଳ ରେ ଲୋକଟି ଶୁଚି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ଥାତ୍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ-ନୈବେଦ୍ୟ ସହିତ ଗୋଟିକି ପାପାର୍ଥକ ବଳି ରୂପେ ଓ ଅନ୍ୟଟିକି ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ପ୍ରାପ୍ତିର ସାଧ୍ୟ ଅନୁସାରେ ଶସ୍ୟ ନୈବେଦ୍ୟ ସହିତ ଗୋଟିଏ ପାପାର୍ଥକ ବଳିରୂପେ ଓ ଅନ୍ୟଟି ହୋମବଳି ରୂପେ ଉତ୍ସର୍ଗ କରିବ। ପୁଣି ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ କରିବ। ଫଳରେ ଲୋକଟି ଶୁଚି ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ଥାତ୍‍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।
Odia IRV 2017 (ଓଡିଆ ବାଇବେଲ)
ଅର୍ଥାତ୍‍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ ନୈବେଦ୍ୟ ସହିତ ଗୋଟିଏକୁ ପାପାର୍ଥକ ବଳି ରୂପେ ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୁଚିଯୋଗ୍ୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।