Leviticus 14:32 — Compare Translations

5 translations compared side by side

Odia - 1840
"ଯେଉଁ କୁଷ୍ଠ ରୋଗର ଘା'ୟୁକ୍ତ ଲୋକ ନିଜ େଶୗଚ ସମ୍ବନ୍ଧୀଯ ଦ୍ରବ୍ଯ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ଯବସ୍ଥା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ କୁଷ୍ଠରୋଗର ଘାʼଯୁକ୍ତ ଲୋକ ଆପଣା ଶୌଚ ସମ୍ଵନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ କୁଷ୍ଠରୋଗର ଘା’ଯୁକ୍ତ ଲୋକ ନିଜ ଶୌଚ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ କୁଷ୍ଠରୋଗର ଘାʼଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।”
Odia IRV 2017 (ଓଡିଆ ବାଇବେଲ)
ଯେଉଁ କୁଷ୍ଠରୋଗର ଘା’ଯୁକ୍ତ ଲୋକ ଆପଣାର ଶୁଚିକାର୍ଯ୍ୟ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା।”