Leviticus 14:35 — Compare Translations

5 translations compared side by side

Odia - 1840
"ତବେେ ସହେି ଗୃହମାଲିକ ଯାଜକ ନିକଟକୁ ଆସି କହିବ, 'ମାେ ଗୃହ ରେ ଦାଗ ସୃଷ୍ଟି ହେଲାପରି ମାେତେ ଦଖାଯାେଉଛି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେହି ଗୃହସ୍ଵାମୀ ଯାଜକ ନିକଟକୁ ଆସି କହିବ, ଯଥା, ମୋʼ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;
Odia Bible ERV 2004 (ପବିତ୍ର ବାଇବଲ)
ତେବେ ସେହି ଗୃହମାଲିକ ଯାଜକ ନିକଟକୁ ଆସି କହିବ, ‘ମୋ’ ଗୃହରେ ଦାଗ ସୃଷ୍ଟି ହେଲାପରି ମୋତେ ଦେଖାଯାଉଛି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେହି ଗୃହସ୍ୱାମୀ ଯାଜକ ନିକଟକୁ ଆସି କହିବ, ଯଥା, ‘ମୋʼ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;’
Odia IRV 2017 (ଓଡିଆ ବାଇବେଲ)
ତେବେ ସେହି ଗୃହସ୍ୱାମୀ ଯାଜକ ନିକଟକୁ ଆସି କହିବ, ଯଥା, ମୋ’ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;