Leviticus 14:36 — Compare Translations
5 translations compared side by side
Odia - 1840
"ତହୁଁ ଯାଜକ ଗୃହର ସମସ୍ତ ଜିନିଷ ବାହାରକୁ ନବୋକୁ ଆଜ୍ଞା ଦବେ, ଯେପରି ସଗେୁଡିକ ଅଶୁଚି ନହୁଏ। ସମସ୍ତ ଜିନିଷ ବାହାରକୁ ଆସିଲା ପରେ ଯାଜକ ଦାଗ ଦେଖିବାକୁ ଗୃହ ରେ ପ୍ରବେଶ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରୁ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତହୁଁ ଯାଜକ ଗୃହର ସମସ୍ତ ଜିନିଷ ବାହାରକୁ ନେବାକୁ ଆଜ୍ଞା ଦେବ, ଯେପରି ସେଗୁଡ଼ିକ ଅଶୁଚି ନ ହୁଏ। ସମସ୍ତ ଜିନିଷ ବାହାରକୁ ଆସିଲା ପରେ ଯାଜକ ଦାଗ ଦେଖିବାକୁ ଗୃହରେ ପ୍ରବେଶ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରେ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରୁ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ।