Leviticus 14:37 — Compare Translations
5 translations compared side by side
Odia - 1840
"ଯାଜକ ସହେି ଦାଗ ନିରୀକ୍ଷଣ ବେଳେ ଯଦି ଦେଖିବ ଦାଗ କାନ୍ଥର ଖାଲି ଭିତ ରେ ବସି ୟାଇଥିବ ଓ କିଞ୍ଚିତ ଶାଗୁଆ ବର୍ଣ୍ଣ କିମ୍ବା ରକ୍ତବର୍ଣ୍ଣ ହାଇେଥିବ ଓ ତାହା କାନ୍ଥର ନୀଚରୁ ଦଖାୟିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେହି ଦାଗ ଦେଖିବ, ଆଉ ଦେଖ, ଯେବେ ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ କିଞ୍ଚିତ ଶାଗୁଆ ବର୍ଣ୍ଣ ବା ରକ୍ତ ବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,
Odia Bible ERV 2004 (ପବିତ୍ର ବାଇବଲ)
ଯାଜକ ସେହି ଦାଗ ନିରୀକ୍ଷଣ ବେଳେ ଯଦି ଦେଖିବ ଦାଗ କାନ୍ଥର ଖାଲ ଭିତରେ ବସି ଯାଇଥିବ ଓ କିଞ୍ଚିତ ଶାଗୁଆ ବର୍ଣ୍ଣ କିମ୍ବା ରକ୍ତବର୍ଣ୍ଣ ହୋଇଥିବ ଓ ତାହା କାନ୍ଥର ନୀଚରୁ ଦେଖାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତ ବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,