Leviticus 14:38 — Compare Translations
5 translations compared side by side
Odia - 1840
"ତବେେ ଯାଜକ ଗୃହରୁ ବାହାରି ଆସିବ ଓ ସେ ଗୃହକୁ ସାତଦିନ ରୁଦ୍ଧ କରି ରଖିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯାଜକ ଗୃହରୁ ବାହାର ହୋଇ ଦ୍ଵାର ନିକଟକୁ ଯିବ ଓ ସେହି ଗୃହକୁ ସାତ ଦିନ ରୁଦ୍ଧ କରି ରଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ଯାଜକ ଗୃହରୁ ବାହାରି ଆସିବ ଓ ସେ ଗୃହକୁ ସାତ ଦିନ ରୁଦ୍ଧ କରି ରଖିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯାଜକ ଗୃହରୁ ବାହାର ହୋଇ ଦ୍ୱାର ନିକଟକୁ ଯିବ ଓ ସେହି ଗୃହକୁ ସାତ ଦିନ ବନ୍ଦ କରି ରଖିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯାଜକ ଗୃହରୁ ବାହାର ହୋଇ ଦ୍ୱାର ନିକଟକୁ ଯିବ ଓ ସେହି ଗୃହକୁ ସାତ ଦିନ ବନ୍ଦ କରି ରଖିବ।