Leviticus 14:4 — Compare Translations
5 translations compared side by side
Odia - 1840
"ଯଦି ଲୋକଟି ସୁସ୍ଥ ତବେେ ଯାଜକ ତାହା ପାଇଁ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, କିଛି ଏରସ୍ କାଠ, ସିନ୍ଦୁରବର୍ଣ୍ଣ (ଲୋମ) ଓ ବନସ୍ପତିର ପତ୍ର ନବୋ ପାଇଁ ଆଜ୍ଞା ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ ଓ ଏରସ କାଠ ଓ ସିନ୍ଦୂରବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଲୋକଟି ସୁସ୍ଥ ତେବେ ଯାଜକ ତାହା ପାଇଁ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, କିଛି ଏରସ୍ କାଠ, ସିନ୍ଦୁରବର୍ଣ୍ଣ (ଲୋମ) ଓ ବନସ୍ପତିର ପତ୍ର ନେବା ପାଇଁ ଆଜ୍ଞା ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ, ଏରସ କାଠ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ।